orissaleads

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ଠକେଇର ମାଧ୍ୟମ ସାଜିଛି ୟୁପିଆଇ ପେମେଣ୍ଟ, ଟଙ୍କା ପଠାଇବା ସମୟରେ ସତର୍କ ରୁହନ୍ତୁ

ସ୍ପେସ୍ ଷ୍ଟେସନରେ ପହଞ୍ଚିଲା ମହାକାଶଯାନ ଡ୍ରାଗନ, ଖୁସିରେ ଝୁମିଲେ ସୁନୀତା

ବଢ଼ିଲା ଆମେରିକା-ଚୀନ୍‌ ତିକ୍ତତା, ଆମେ ଯୁଦ୍ଧ ପାଇଁ ପ୍ରସ୍ତୁତ- ଆମେରିକା ପ୍ରତିରକ୍ଷା ସଚିବ

ହମାସକୁ ଟ୍ରମ୍ପଙ୍କ ଧମକ, ବନ୍ଧକ ମାନଙ୍କୁ ଛାଡ଼, ନଚେତ ମୃତ୍ୟୁ ପାଇଁ ପ୍ରସ୍ତୁତ ରୁହ

ଭାରତ ସହ ଭଲ ସଂପର୍କ ରଖିବା ଜରୁରୀ ହୋଇଛି: ୟୁନୁସ୍

Blog Post

orissaleads > ରାଜ୍ୟ > ରାଜ୍ୟ ରାଜନୀତିରେ ପରିବର୍ତ୍ତନର ସଂକେତ ଦେଲେ ବରିଷ୍ଠ ନେତା ଅମର ପ୍ରସାଦ ଶତପଥୀ

ରାଜ୍ୟ ରାଜନୀତିରେ ପରିବର୍ତ୍ତନର ସଂକେତ ଦେଲେ ବରିଷ୍ଠ ନେତା ଅମର ପ୍ରସାଦ ଶତପଥୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ରାଜ୍ୟ ରାଜନୀତିରେ ପରିବର୍ତ୍ତନର ସଙ୍କେତ ଦେଇଛନ୍ତି ବରିଷ୍ଠ ନେତା ଅମର ପ୍ରସାଦ ଶତପଥୀ । ଜଣେ ଅନୁଭବୀ ତଥା ରାଜ୍ୟର ଅଭିଜ୍ଞ ଓ ବରିଷ୍ଠ ନେତା ଅମର ପ୍ରସାଦ ଶତପଥୀ । ତେଣୁ ତାଙ୍କ ସଙ୍କେତ ରାଜ୍ୟ ରାଜନୀତିରେ ଗୁରୁତ୍ୱ ରଖିବା ସ୍ୱାଭାବିକ । ଅନ୍ୟତମ ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ତଥାଗତ ଶତପଥୀ କହିଥିବା କଥାକୁ ସମର୍ଥନ କରି ନୂଆ ଆଞ୍ଚଳିକ ଦଳ ଗଠନ ନେଇ ସଙ୍କେତ ଦେଇଛନ୍ତି ବରିଷ୍ଠ ରାଜନେତା ଅମର ଶତପଥୀ। ଗତ ସାଧାରଣ ନିର୍ବାଚନରେ ବିଜେଡି ଏହି ଅନୁଭବୀ ନେତାଙ୍କୁ ଅଣଦେଖା କରିଥିଲା । ପରେ ସେ ବିଜେଡି ସହିତ ସମ୍ପର୍କ ତୁଟାଇ ଦେଇଥିଲେ । ପୂର୍ବତନ ମନ୍ତ୍ରୀ ଅମର ଶତପଥୀ ଆଜି ଗଣମାଧ୍ୟମକୁ ଦେଇଥିବା ବିବୃତି ଏଭଳି କିଛି ଦିଗ ଆଡକୁ ଇସାରା କରୁଛି।

ସେ କହିଛନ୍ତି ନୂଆ ରୂପରେ ଆସିବ ବିଜେଡ଼ି ଭାଙ୍ଗିଯିବ ପୁରୁଣା ବିଜେଡି । ବିଜେଡିର ପୂର୍ବତନ ସାଂସଦ ତଥାଗତ ଶତପଥୀ ବର୍ତ୍ତମାନର ବିଜେଡି ଭାଙ୍ଗି ନୂଆ ଆଂଚଳିକ ଦଳ ଆତ୍ମପ୍ରକାଶ କରିବ ବୋଲି କହିଥିଲେ । ଅମର ଆହୁରି କହିଛନ୍ତି, ବର୍ତ୍ତମାନର ବିଜେଡି, ଲୋକ ଓ କର୍ମୀଙ୍କ ଠାରୁ ଦୂରେଇ ଯାଉଛି । କିଛିଦିନ ତଳେ ଅମର, ସୌମ୍ୟ ପଟ୍ଟନାୟକ, ପ୍ରସନ୍ନ ପାଟଶାଣୀ ପ୍ରମୁଖ ନେତା ଏକତ୍ରିତ ହୋଇଥିଲେ ।

Leave a comment

Your email address will not be published. Required fields are marked *