orissaleads

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

Blog Post

orissaleads > ରାଜ୍ୟ > ରାଜ୍ୟର ଯୁବକ ଯୁବତୀଙ୍କ ମନୋବଳ ଆଜି ଭାଙ୍ଗି ଯାଇଛି, ଘଟଣାର ସିବିଆଇ ତଦନ୍ତ କରନ୍ତୁ ମୁଖ୍ୟମନ୍ତ୍ରୀ

ରାଜ୍ୟର ଯୁବକ ଯୁବତୀଙ୍କ ମନୋବଳ ଆଜି ଭାଙ୍ଗି ଯାଇଛି, ଘଟଣାର ସିବିଆଇ ତଦନ୍ତ କରନ୍ତୁ ମୁଖ୍ୟମନ୍ତ୍ରୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ପୋଲିସ ଏସଆଇ ପରୀକ୍ଷା ମହା ଘୋଟାଲାରେ ଶାସକ ବିଜେପି ଓ ମୁଖ୍ୟ ଵିରୋଧି ଦଳ ବିଜେଡି ମୁହାଁ ମୁହିଁ ହୋଇଛନ୍ତି । ବିଜେପି ବିଧାୟକ ବାବୁ ସିଂଙ୍କ ମନ୍ତବ୍ୟ ପରେ ବିଜେଡି ପକ୍ଷରୁ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ସାଧାରଣ ସମ୍ପାଦକ ଇଂ ପ୍ରୀତିରଞ୍ଜନ ଘଡାଇ କଡ଼ା ପ୍ରତିକ୍ରିୟା ପ୍ରକାଶ କରିଛନ୍ତି । ଶଙ୍ଖ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଇଂ ଘଡାଇ କହିଛନ୍ତି, ରାଜ୍ୟର ସରକାର ହେଉଛନ୍ତି ଚାକିରି ଚୋର ସରକାର। ମୁଖ୍ୟମନ୍ତ୍ରୀ ଯେଉଁ କ୍ରାଇମ ବ୍ରାଞ୍ଚ ତଦନ୍ତ ଆରମ୍ଭ କରିଛନ୍ତି ତାହା ସନ୍ଦେହ ସୃଷ୍ଟି କରୁଛି । ମୁଖ୍ୟ କାର୍ପଟଦାରକୁ ଛାଡି ଦେବା ପାଇଁ କ୍ରାଇମ ବ୍ରାଞ୍ଚ ତଦନ୍ତ ପ୍ରକ୍ରିୟାକୁ ବାଟବଣା କରିବାକୁ ଉଦ୍ୟମ କରୁଛି । ଯଦି ଏହି ମହା ଘୋଟଲାର ଅସଲି ଚେହେରା ନଧରା ପଡ଼ନ୍ତି ତେବେ ଯୁବବର୍ଗ ନ୍ୟାୟ ପାଇବାରୁ ବଞ୍ଚିତ ହେବେ । ଏହି ଘଟଣା ପରେ ରାଜ୍ୟର ଯୁବକ ଯୁବତୀ ନିରାଶ ହୋଇ ପଡିଛନ୍ତି ।

ମାର୍ଚ୍ଚ ୭ରେ ଏସ୍ଆଇ ପରୀକ୍ଷା ହେବାର ଥିଲା। ତାକୁ ହଠାତ ବାତିଲ କାହିଁକି କରାଗଲା। ସେତେବେଳେର ଓପିଆରସି ଅଧ୍ୟକ୍ଷ ସନ୍ତୋଷ ଉପାଧ୍ୟାୟ ଇସ୍ତଫା ଦେଇଥିଲେ। ତାଙ୍କ ଇସ୍ତଫାର କାରଣ କଣ ଓ ଇସ୍ତଫା ଦେବାକୁ ତାଙ୍କ ଉପରେ କିଏ ଚାପ ପକାଇଥିଲା ବୋଲି ସେ ପ୍ରଶ୍ନ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଚାପ ପକାଇଥାଇ ପାରିଥାନ୍ତି। ଆଇଟିଆଇ ପ୍ରଥମେ ରିଚ୍ ମାଇଣ୍ଡ ସଂସ୍ଥାକୁ ଏହାର ଦାୟିତ୍ୱ ଦେଇଥିଲା। ତାପରେ ରିଚ ମାଇଣ୍ଡକୁ ବାଦ ଦେଇ ସିଲିକନକୁ ଏହି ଦାୟିତ୍ୱ ପ୍ରଦାନ କରାଯାଇଥିଲା । କାହା ସ୍ଵାର୍ଥରେ ସିଲିକନକୁ ଏହି ଦାୟିତ୍ୱ ଦିଆଗଲା ଓ ଏହା ପଛରେ କି ଉଦ୍ଦେଶ୍ୟ ଥିଲା ବୋଲି ସେ ପ୍ରଶ୍ନ କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ଜବାବ ରଖନ୍ତୁ ବୋଲି ମଧ୍ୟ ଦାବି କରିଛନ୍ତି ।

ଦଲାଲ ମାନଙ୍କୁ ଗିରଫ କରି ସରକାର ସଂଖ୍ୟା ଦେଖାଉଥିଲା ବେଳେ ମାଷ୍ଟର ମାଇଣ୍ଡକୁ ଧରୁ ନାହାନ୍ତି। ବଡ଼ ମୁଣ୍ଡଙ୍କୁ ସୁରକ୍ଷା ଦେବାକୁ ଏ କ୍ରାଇମ ବ୍ରାଞ୍ଚ ତଦନ୍ତ କରାଯାଉଛି।ତଦନ୍ତର ସ୍ଵଛତା ପାଇଁ ସରକାର ମାମଲାର ତଦନ୍ତ ଭାର ସିବିଆଇକୁ ହସ୍ତାନ୍ତର କରନ୍ତୁ । ଯିଏ ଦୋଷୀ ତାକୁ ସରକାର ଧରନ୍ତୁ। ମୁଖ୍ୟମନ୍ତ୍ରୀ ନିଜ ସ୍ଵଛତାର ପ୍ରମାଣ ଦେବା ସହିତ ଯୁବକ ଯୁବତୀଙ୍କୁ ନ୍ୟାୟ ପ୍ରଦାନ କରନ୍ତୁ । ସମସ୍ତ ଦୋଷୀ ଦଣ୍ଡ ପାଆନ୍ତୁ, ବିଜେଡ଼ି ଏଥିରେ ସହଯୋଗ କରିବ ବୋଲି ଇଂ ପ୍ରୀତିରଞ୍ଜନ ଘଡାଇ କହିଛନ୍ତି।

Leave a comment

Your email address will not be published. Required fields are marked *