orissaleads

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

Blog Post

orissaleads > ରାଜ୍ୟ > ରାଜ୍ୟରେ ହୁଗୁଳା ଆଇନ ବ୍ୟବସ୍ଥା: ଆଇନଜୀବି ତଥା ବିଜେପି ନେତା ପୀତବାସ ପଣ୍ଡାଙ୍କୁ ଗୁଳିକରି ହତ୍ୟା

ରାଜ୍ୟରେ ହୁଗୁଳା ଆଇନ ବ୍ୟବସ୍ଥା: ଆଇନଜୀବି ତଥା ବିଜେପି ନେତା ପୀତବାସ ପଣ୍ଡାଙ୍କୁ ଗୁଳିକରି ହତ୍ୟା

ଓଡ଼ିଶା ଲିଡ୍ସ(ବ୍ୟୁରୋ): ରାଜ୍ୟରେ ଆଇନ ଶୃଙ୍ଖଳା ଦିନକୁ ଦିନ ବିପର୍ଯ୍ୟସ୍ତ ହୋଇ ପଡୁଛି । ସାଧାରଣ ଲୋକ ନିଜ ସୁରକ୍ଷାକୁ ନେଇ ଚିନ୍ତାରେ ପଡିଲେଣି । ଗତ କାଲି ରାତିରେ ବ୍ରହ୍ମପୁରରେ ଗୁଳିମାଡ଼ର ଶିକାର ହୋଇ ମୃତ୍ୟୁବରଣ କରିଛନ୍ତି ବରିଷ୍ଠ ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡା। ନିଜ ଘର ନିକଟରେ ଛିଡା ହୋଇଥିଲା ବେଳେ ତାଙ୍କୁ ଦୁଇଜଣ ଯୁବକ ବାଇକରେ ଆସି ଗୁଳିମାଡ଼ କରିଥିଲେ । ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଏକ ବାଇକ ଯୋଗେ ରକ୍ତାକ୍ତ ଅବସ୍ଥାରେ ଏମ୍‌କେସିଜି ହସ୍ପିଟାଲରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ବ୍ରହ୍ମାନଗରଠାରେ ତାଙ୍କୁ ଗୁଳିମାଡ଼ ହୋଇଛି। ଗୁଳି ପୀତବାସଙ୍କ ଡାହାଣ ପାଖ ଛାତିରେ ବାଜିଥିଲା। ଶବ ବ୍ୟବଚ୍ଛେଦ ପରେ ତାଙ୍କ ଶରୀରରୁ ଏକ ଗୁଳି ଉଦ୍ଧାର ହୋଇଛି । ସ୍ୱର୍ଗତ ପଣ୍ଡା ବିଜେପିର ଜଣେ ସକ୍ରିୟ ସଦସ୍ୟ ଥିଲେ। ଜଣେ ନିର୍ଭୀକ ଓ ସ୍ପଷ୍ଟବାଦୀ ଆଇନଜୀବି ଓ ରାଜନେତା ଭାବେ ତାଙ୍କର ବେଶ ପରିଚୟ ରହିଥିଲା । ପୂର୍ବରୁ କଂଗ୍ରେସ ଦଳରେ ଥିଲା ବେଳେ ନିର୍ବାଚନ ପୂର୍ବରୁ ବିଜେପିରେ ସାମିଲ ହୋଇଥିଲେ ।

ପୂର୍ବ ଶତ୍ରୁତା ନା ରାଜନୈତିକ କାରଣରୁ ଏହି ଗୁଳିକାଣ୍ଡ ହୋଇଛି ତାହା ଜଣାପଡ଼ିନାହିଁ। ଖବର ପାଇ ରାଜ୍ୟ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ବ୍ରହ୍ମପୁର ବିଧାୟକ ଅନୀଲ କୁମାରଙ୍କ ସମେତ ବରିଷ୍ଠ ବିଜେପି ନେତାମା‌ନେ ମେଡିକାଲରେ ପହଞ୍ଚିଥିଲେ । ସ୍ବର୍ଗତ ପଣ୍ଡା ରାଜ୍ୟ ଆଇନଜୀବୀ ପରିଷଦର ସଦସ୍ୟ ଥିଲେ। ଆଜି ତାଙ୍କ ମୃତ ଦେହକୁ ପରିବାରକୁ ହସ୍ତାନ୍ତର କରାଯାଇଛି । ପୋଲିସ ପକ୍ଷରୁ ବ୍ୟାପକ ତଦନ୍ତ ଆରମ୍ଭ ହୋଇଛି ।

Leave a comment

Your email address will not be published. Required fields are marked *