orissaleads

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ଠକେଇର ମାଧ୍ୟମ ସାଜିଛି ୟୁପିଆଇ ପେମେଣ୍ଟ, ଟଙ୍କା ପଠାଇବା ସମୟରେ ସତର୍କ ରୁହନ୍ତୁ

ଠକେଇର ମାଧ୍ୟମ ସାଜିଛି ୟୁପିଆଇ ପେମେଣ୍ଟ, ଟଙ୍କା ପଠାଇବା ସମୟରେ ସତର୍କ ରୁହନ୍ତୁ

ସ୍ପେସ୍ ଷ୍ଟେସନରେ ପହଞ୍ଚିଲା ମହାକାଶଯାନ ଡ୍ରାଗନ, ଖୁସିରେ ଝୁମିଲେ ସୁନୀତା

ସ୍ପେସ୍ ଷ୍ଟେସନରେ ପହଞ୍ଚିଲା ମହାକାଶଯାନ ଡ୍ରାଗନ, ଖୁସିରେ ଝୁମିଲେ ସୁନୀତା

ବଢ଼ିଲା ଆମେରିକା-ଚୀନ୍‌ ତିକ୍ତତା, ଆମେ ଯୁଦ୍ଧ ପାଇଁ ପ୍ରସ୍ତୁତ- ଆମେରିକା ପ୍ରତିରକ୍ଷା ସଚିବ

ବଢ଼ିଲା ଆମେରିକା-ଚୀନ୍‌ ତିକ୍ତତା, ଆମେ ଯୁଦ୍ଧ ପାଇଁ ପ୍ରସ୍ତୁତ- ଆମେରିକା ପ୍ରତିରକ୍ଷା ସଚିବ

ହମାସକୁ ଟ୍ରମ୍ପଙ୍କ ଧମକ, ବନ୍ଧକ ମାନଙ୍କୁ ଛାଡ଼, ନଚେତ ମୃତ୍ୟୁ ପାଇଁ ପ୍ରସ୍ତୁତ ରୁହ

ହମାସକୁ ଟ୍ରମ୍ପଙ୍କ ଧମକ, ବନ୍ଧକ ମାନଙ୍କୁ ଛାଡ଼, ନଚେତ ମୃତ୍ୟୁ ପାଇଁ ପ୍ରସ୍ତୁତ ରୁହ

ଭାରତ ସହ ଭଲ ସଂପର୍କ ରଖିବା ଜରୁରୀ ହୋଇଛି: ୟୁନୁସ୍

ଭାରତ ସହ ଭଲ ସଂପର୍କ ରଖିବା ଜରୁରୀ ହୋଇଛି: ୟୁନୁସ୍

Blog Post

orissaleads > ଜିଲ୍ଲା > ଯାଜପୁର > ସୁକିନ୍ଦା ବିଜେଡିର କଳା ଦିବସ,ସୁକିନ୍ଦାରେ ଦାଦା ଗିରି ଆଉ ଚଳିବ ନାହିଁ-ଇଂ ପ୍ରୀତିରଞ୍ଜନ ଘଡାଇ

ସୁକିନ୍ଦା ବିଜେଡିର କଳା ଦିବସ,ସୁକିନ୍ଦାରେ ଦାଦା ଗିରି ଆଉ ଚଳିବ ନାହିଁ-ଇଂ ପ୍ରୀତିରଞ୍ଜନ ଘଡାଇ

ଓଡ଼ିଶା ଲିଡ୍ସ(ଯାଜପୁର): ବହୁତ ହୋଇଗଲା ତୁମ ଗୁଣ୍ଡଗିରି ଓ ଆତଙ୍କ ରାଜ । ମା ଆଗରେ ତା ଝିଅକୁ ଦୁଷ୍କର୍ମ କରିବାର ଧମକ ଦିଆ ଯାଉଛି । ଏ ସାହାସ ଦେଲା କିଏ । ବିଜେପି ଗୁଣ୍ଡାବାହିନୀ ରକ୍ତର ହୋଲି ଖେଳୁଛି । ଏବେ ସୁକିନ୍ଦାବାସୀ ଏକତ୍ରିତ ହୋଇଛନ୍ତି । ଏବେ ବିଜେପି ନେତା ଓ କର୍ମୀ ଗାଁ ଦାଣ୍ଡ ମାଡି ପାରିବେ ନାହିଁ । ସତସାହାସ ଅଛି ଯଦି ସାମ୍ନା କର । ଆଉ ଦାଦା ଗିରି ଚଳିବନାହିଁ, ଏବେ ଜବାବ ଦିଆଯିବ । ଯିଏ ମୋର ସୁକିନ୍ଦାର ମା ଓ ଭଉଣୀଙ୍କ ଉପରେ ଆଙ୍ଗୁଠି ଉଠାଇବ ତା ଆଙ୍ଗୁଳି କାଟି ଦିଆଯିବ । ଶେଷ ଜୀବନ ପର୍ଯ୍ୟନ୍ତ ସୁକିନ୍ଦା ମାଟିର ସେବା କରିବି ବୋଲି ପ୍ରତିଶ୍ରୁତି ଦେଇଥିଲେ ଇଂ ଘଡାଇ । ନିର୍ବାଚନ ପରେ ସୁକିନ୍ଦାରେ ଅରାଜକତା ଦେଖା ଦେଇଛି । ବିଜେପି ଆତଙ୍କ ରାଜ ଚଳାଇଛି । ଏହାର ପ୍ରତିବାଦରେ ବିଜେଡି ଆଜି ସୁକିନ୍ଦାରେ କଳା ଦିବସ ପାଳନ କରିଛି । ଏହା ପୂର୍ବରୁ ଗତ ୨୨ ତାରିଖ ଦିନ ଖଣି ଅଞ୍ଚଳ ବନ୍ଦ ଡାକରା ଦେଇଥିଲା ବିଜେଡି । ଏହି ବନ୍ଦ ଡାକରାକୁ ଅଭୂତପୂର୍ବ ଜଣ ସମର୍ଥନ ମିଳିଥିଲା । ଆଜି ପାଳିତ ହୋଇଥିବା କଳା ଦିବସ ମଧ୍ୟ ସଫଳ ହୋଇଥିବା ଦେଖିବାକୁ ମିଳିଥିଲା । ପୂର୍ବତନ ମନ୍ତ୍ରୀ ତଥା ବିଜେଡିର ବରିଷ୍ଠ ସାଧାରଣ ସମ୍ପାଦକ ଇଂ ପ୍ରୀତିରଞ୍ଜନ ଘଡାଇଙ୍କ ନେତୃତ୍ୱରେ ବିଜୁ ଜନତା ଦଳର ହଜାର ହଜାର ସଂଖ୍ୟାରେ ନେତା, କର୍ମୀ ଓ ସମର୍ଥକ ବାଇକ ରାଲିରେ ଆସି କପିଳେଶ୍ୱର ମନ୍ଦିର ପ୍ରାଙ୍ଗଣରେ ପହଞ୍ଚି ଥିଲେ ।

ସେଠାରେ ଏକ ବିଶାଳ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିବାଦ ସଭାରେ ଯାଜପୁରର ପୂର୍ବତନ ସାଂସଦ ତଥା ବିଜୁ ଜନତା ଦଳର ଜାତୀୟ ପ୍ରବକ୍ତା ଶର୍ମିଷ୍ଠା ସେଠୀ, ଜିଲ୍ଲା ବିଜେଡି ସଭାପତି ସରୋଜ ମହାପାତ୍ର, ସୁକିନ୍ଦା ଓ ଦାନଗଦି ବ୍ଲକ ବିଜେଡି ସଭାପତି,ଉଭୟ ବ୍ଲକର ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ, ଜିଲ୍ଲା ପରିଷଦ ସଭ୍ୟ/ସଭ୍ୟା, ସୁକିନ୍ଦା ବିଜେଡି ମୁଖପାତ୍ର ଦେବୀ ପ୍ରସାଦ ମହାନ୍ତି, ଯୁବନେତା ପ୍ରଦୀପ ମହାନ୍ତି ଏବଂ ଅନ୍ୟାନ୍ୟ ନେତୃବୃନ୍ଦ ଯୋଗ ଦେଇଥିଲେ । ନେତା ମାନେ ବିଜେପି ପକ୍ଷରୁ ଚାଲିଥିବା ଗୁଣ୍ଡା ରାଜ ଓ ମାଫିଆରାଜ ବିରୁଦ୍ଧରେ ପ୍ରବଳ ବର୍ଷିବା ସହିତ ଆଗକୁ ଆଉ ଏହା ଚଳିବ ନାହିଁ ବୋଲି ସତର୍କ କରି ଦେଇଥିଲେ । ସଭା ପରେ ସମସ୍ତ ନେତୃବୃନ୍ଦ ଇଂ ପ୍ରୀତିରଞ୍ଜନ ଘଡାଇଙ୍କ ନେତୃତ୍ୱରେ ଏକ ବିଶାଳ ଶୋଭାଯାତ୍ରାରେ ଯାଇ ଏସପିଙ୍କ ଉଦ୍ଦେଶ୍ୟରେ କଳିଙ୍ଗ ନଗର ଅତିରିକ୍ତ ଆରକ୍ଷୀ ଅଧିକ୍ଷକଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିଲେ ।ଯଦି ଶାସକ ଦଳର ଗୁଣ୍ଡା ରାଜ ,ମାଫିଆ ରାଜ ବିରୁଦ୍ଧ ରେ ପ୍ରଶାସନ ଆଇନ ଗତ ପଦକ୍ଷେପ ନ ନିଏ ଏବଂ ଅରାଜକତା ସୃଷ୍ଟି କରୁଥିବା ଆସାମୀ ମାନଙ୍କୁ ଗିରଫ ନ କରେ ତେବେ ଆନ୍ଦୋଳନକୁ ତୀବ୍ରତର କରାଯିବ ବୋଲି ଚେତାବନୀ ଦେଇଛି ବିଜେଡି ।

Leave a comment

Your email address will not be published. Required fields are marked *